ତିନିଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା

ସୃଷ୍ଟି ହୋଇଥିବା ଲଘୁଚାପ ଅଧିକ ଘନୀଭୂତ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ପଶ୍ଚିମ କେନ୍ଦ୍ରୀୟ ଓ ତତସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି। ଏହା ଆସନ୍ତା ୧୨ ଘଂଟାରେ  ଅଧିକ ଘନୀଭୂତ ହୋଇ ପଶ୍ଚିମ ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସହ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏହି ସୂଚନା ଦେଇଛି।

Leave a Reply

Your email address will not be published. Required fields are marked *