ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି: ୪ ପ୍ରସ୍ତାବ ଉପରେ ବାଜିଲା ମୋହର

ରାଜ୍ୟ କ୍ୟାବିନେଟ ବୈଠକରେ ୪ଟି ପ୍ରସ୍ତାବ ଉପରେ ମୋହର। ୩ଟି ବିଭାଗର ୪ଟି ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବୈଠକ ବସିଥିଲା ।

Leave a Reply

Your email address will not be published. Required fields are marked *