ଦୀପାବଳୀରେ ବର୍ଷା

୨୧ ତାରିଖ ସୁଦ୍ଧା ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏହା ପଶ୍ଚିମ- ଉତ୍ତରପଶ୍ଚିମ ଦିଗକୁ ଗତିକରି ଘନୀଭୂତ ହୋଇ ଅବପାତ ସମ୍ଭାବନା ରହିଛି। ଦକ୍ଷିଣ ଓ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ପରବର୍ତ୍ତୀ ୪୮ ଘଣ୍ଟାରେ ଅବପାତର ରୂପ ନେବ। ଅକ୍ଟୋବରରେ ଲଘୁଚାପରୁ ଅବପାତ ସମ୍ଭାବନାକୁ ନେଇ ଆଶଙ୍କା ।

Leave a Reply

Your email address will not be published. Required fields are marked *