ଆସନ୍ତାକାଲିଠୁ ୩ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବ

ଆଗାମୀ ୧୨ ଘଣ୍ଟାରେ ଅବପାତର ରୂପ ନେବ ଲଘୁଚାପ । ପରବର୍ତ୍ତୀ ସମୟରେ ଆହୁରି ଘନୀଭୂତ ହୋଇ ଗଭୀର ଅବପାତର ରୂପ ନେବା ସମ୍ଭାବନା । ସମ୍ଭାବ୍ୟ ଗଭୀର ଅବପାତ ପ୍ରଭାବରେ ଆସନ୍ତାକାଲି ସମେତ ୩ ତାରିଖ ଯାଏଁ ରାଜ୍ୟରେ ବଡ ବର୍ଷା ସହ ପବନ ବୋହିବ । ସୂଚନା ଦେଲା ଭାରତୀୟ ପାଣିପାଗ ବିଭାଗ । ବର୍ଷା ପ୍ରଭାବରେ ପୂଜା ତୋରଣ ସହ ପେଣ୍ଡାଲ ଗୁଡିକ ପ୍ରଭାବିତ ହେବା ନେଇ ସମ୍ଭାବନା ରହିଛି ।

Leave a Reply

Your email address will not be published. Required fields are marked *