ଆସନ୍ତାକାଲି ଅପରାହ୍ନରେ 4 ଘଣ୍ଟା ବନ୍ଦ ରହିବ ଶ୍ରୀଜୀଉଙ୍କ ଦର୍ଶନ

ଆସନ୍ତାକାଲି ଅପରାହ୍ନରେ 4 ଘଣ୍ଟା ବନ୍ଦ ରହିବ ଜଗନ୍ନାଥ ଦର୍ଶନ । ରାହୁରେଖା ଲାଗି ନୀତି ଯୋଗୁଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ବୁଧବାର ଭାଦ୍ରବ କୃଷ୍ଣ ଚତୁର୍ଥୀ ତିଥିରେ ଶ୍ରୀବିଗ୍ରହମାନଙ୍କ ‘ରାହୁରେଖାଲାଗି’ ନୀତି ଅନୁଷ୍ଠିତ ହେବ । ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆରମ୍ଭ ହେବ ନୀତି । ଆପାତତଃ ଅପରାହ୍ନ 2 ଟା 30 ମିନିଟ ଠାରୁ ସନ୍ଧ୍ୟା 6 ଟା 30 ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

Leave a Reply

Your email address will not be published. Required fields are marked *