ବଡ଼ ଘୋଷଣା ଅପେକ୍ଷାରେ ଜାମ୍ମୁ କାଶ୍ମୀର

ଜମ୍ମୁକାଶ୍ମୀରକୁ ପୁଣି ଥରେ ରାଜ୍ୟ ପାହ୍ୟା ଫେରାଇବା ନେଇ ଚର୍ଚ୍ଚା ଆରମ୍ଭ ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ  ପ୍ରଥମେ ପ୍ରଧାନମନ୍ତ୍ରୀ ମୋଦୀ, ପରେ ଗୃହମନ୍ତ୍ରୀ ଅମିତ ଶାହା ରାଷ୍ଟ୍ରପତିଙ୍କୁ ସାକ୍ଷାତ ଏହି ଚର୍ଚ୍ଚାକୁ ବଢ଼ାଇଛି । ଏହା ପୂର୍ବରୁ ଅମିତ ଶାହା ଲଗାତାର କିଛି ଦିନ ଧରି ରାଜ୍ୟ ମାନ୍ୟତା ନେଇ ଆଲୋଚନା କରିଛନ୍ତି । ଏହା ସହିତ କାଲି ବସିବାକୁ ଥିବା ସଂସଦୀୟ ଦଳ ବୈଠକରେ ମଧ୍ୟ ପ୍ରଧାନମନ୍ତ୍ରୀ ସାଂସଦଙ୍କ ସହ ଆଲୋଚନା କାର୍ଯ୍ୟକ୍ରମ ରହିଛି ।

Leave a Reply

Your email address will not be published. Required fields are marked *